Jeremiah 50:33 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଉଭୟ ଇସ୍ରାଏଲ ଓ ଯିହୁଦାର ପୁତ୍ରଗଣ ଅତ୍ୟାଗ୍ଭରିତ ହୋଇଛନ୍ତି। ଯେଉଁ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ନେଲେ ସେମାନେ ସେମାନଙ୍କୁ ଦୃଢ଼ ହସ୍ତରେ ଧରି ରଖିଲେ, ଛାଡ଼ିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;