Jeremiah 50:34 — Compare Translations
5 translations compared side by side
Odia - 1840
"ମାତ୍ର ସମାନଙ୍କେର ମୁକ୍ତିଦାତା ବଳବାନ, ସୈନ୍ଯାଧିପତି ସଦାପ୍ରଭୁ ସମାନଙ୍କେୁ ପୁନର୍ବାର ଫରୋଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦବିଗ୍ନ କରିବାକୁ ସମାନଙ୍କେର ବିବାଦ ସମ୍ପୂର୍ଣ୍ଣରୂପେ ନିଷ୍ପତ୍ତି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶା; ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନଙ୍କର ମୁକ୍ତିଦାତା ବଳବାନ, ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ପୁନର୍ବାର ଫେରାଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦ୍ବିଗ୍ନ କରିବାକୁ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।
Odia IRV 2017 (ଓଡିଆ ବାଇବେଲ)
(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”