Jeremiah 50:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, କଲଦୀଯମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ଖଡ୍ଗ ବିନାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “କ‌‌ଲ୍‌‌ଦୀୟମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ‌‌ଖ‌ଡ଼୍‌ଗ ବିନାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।