Jeremiah 50:36 — Compare Translations

5 translations compared side by side

Odia - 1840
"ଗଣକମାନେ ଖଡ୍ଗ ରେ ବଧ ହବେ, ସମାନେେ କଡ଼େେ ନିର୍ବୋଧ ତାହା ଦଖାଇବୋ ପାଇଁ ଖଡ୍ଗ ସୈନ୍ଯମାନଙ୍କୁ ବନାଶ କରିବ, ଫଳ ରେ ସମାନେେ ଭୟଭୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗଣକମାନେ ‌‌ଖ‌ଡ଼୍‌ଗରେ ବଧ ହେବ, ସେମାନେ କେଡ଼େ ନିର୍ବୋଧ ତାହା ଦେଖାଇବା ପାଇଁ ‌‌ ଖ‌ଡ଼୍‌ଗ ସୈନ୍ୟମାନଙ୍କୁ ବନାଶ କରିବ, ଫଳରେ ସେମାନେ ଭୟଭୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।