Jeremiah 50:37 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେର ଅଶ୍ବଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ଖଡ୍ଗ ବିନାଶ କରିବ ଓ ସମାନେେ ଭୟଭୀତା ସ୍ତ୍ରୀମାନଙ୍କ ପରି ହବେେ। ସମାନଙ୍କେର ଭଣ୍ଡାରସବୁ ଖଡ୍ଗ ରେ ବିନଷ୍ଟ ହବେ ଓ ସେସବୁ ଲୁଣ୍ଠିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଅଶ୍ଵଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ଼୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ତାରସମୂହ ଉପରେ ଗୋଟିଏ ଖଡ଼୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କର ଅଶ୍ୱଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ଖଡ଼୍ଗ ବିନାଶ କରିବ ଓ ସେମାନେ ଭୟଭୀତା ସ୍ତ୍ରୀମାନଙ୍କ ପରି ହେବେ। ସେମାନଙ୍କର ଭଣ୍ଡାରସବୁ ଖଡ଼୍ଗରେ ବିନଷ୍ଟ ହେବ ଓ ସେସବୁ ଲୁଣ୍ଠିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।