Jeremiah 50:38 — Compare Translations
5 translations compared side by side
Odia - 1840
"ତାହାର ଜଳାଶଯଗୁଡ଼ିକ ଖଡ୍ଗର ଆଘାତ ରେ ଜଳଶୂନ୍ଯ ହବେ। ଆଉ ତା'ର ଖାଦେିତ ପ୍ରତିମାଗଣ ଯୋଗୁଁ ତା'ର ଲୋକମାନେ ନିର୍ବୋଧ ହାଇେଅଛନ୍ତି ଓ ସମାନଙ୍କେ ପାଇଁ ମନ୍ଦଫଳ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଜଳାଶୟଗୁଡ଼ିକ ଖଡ଼୍ଗର ଆଘାତରେ ଜଳଶୂନ୍ୟ ହେବ। ଆଉ ତା’ର ଖୋଦିତ ପ୍ରତିମାଗଣ ଯୋଗୁଁ ତା’ର ଲୋକମାନେ ନିର୍ବୋଧ ହୋଇଅଛନ୍ତି ଓ ସେମାନଙ୍କ ପାଇଁ ମନ୍ଦଫଳ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।