Jeremiah 50:39 — Compare Translations

5 translations compared side by side

Odia - 1840
"ବାବିଲ ଆଉ କବେେ ଜନବସତି ଯୋଗ୍ଯ ହବେ ନାହିଁ। ବନ୍ଯପଶୁ, କନ୍ଦେୁଆମାନେ ସଠାେ ରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ଯ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଉଷ୍ଟ୍ରପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି-ସ୍ଥାନ ନୋହିବ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ବାବିଲ ଆଉ କେବେ ଜନବସତି ଯୋଗ୍ୟ ହେବ ନାହିଁ। ବନ୍ୟପଶୁ, କେନ୍ଦୁଆମାନେ ସେଠାରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ୟ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।”