Jeremiah 50:4 — Compare Translations
5 translations compared side by side
Odia - 1840
" ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇଯିବେ। ସେମାନେ କାନ୍ଦି କାନ୍ଦି ଆସିବେ, ଯେତେବେଳେ ସେମାନେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।