Jeremiah 50:40 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ପରମେଶ୍ବର ସଦୋମ, ହ ମାରୋ ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ବଂସ କରିଥିଲେ, ସହେିପରି ବାବିଲ ଧ୍ବଂସ ପାଇବ। ସଠାେ ରେ କହେି ଲୋକ ବାସ କରିବେ ନାହିଁ କି ମନୁଷ୍ଯପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ପରମେଶ୍ଵର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ୱଂସ କରିଥିଲେ, ସେହିପରି ବାବିଲ ଧ୍ୱଂସ ପାଇବ। ସେଠାରେ କେହି ଲୋକ ବାସ କରିବେ ନାହିଁ କି ମନୁଷ୍ୟପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।