Jeremiah 50:41 — Compare Translations
5 translations compared side by side
Odia - 1840
" ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।