Jeremiah 50:42 — Compare Translations

5 translations compared side by side

Odia - 1840
"ସମାନେେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସମାନେେ ଅଶ୍ବାରୋହଣ କରି ଅଗ୍ରସର ହେଉଛନ୍ତି। ସେ ବାବିଲ, ସମାନେେ ସମସ୍ତେ ସୁସଜ୍ଜିତ ହାଇେ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସେମାନେ ଅଶ୍ୱାରୋହଣ କରି ଅଗ୍ରସର ହେଉଛନ୍ତି। ହେ ବାବିଲ, ସେମାନେ ସମସ୍ତେ ସୁସଜ୍ଜିତ ହୋଇ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)