Jeremiah 50:43 — Compare Translations

5 translations compared side by side

Odia - 1840
"ଆଉ ବାବିଲର ରାଜା ସମାନଙ୍କେ ବିଷଯ ରେ ଶୁଣିଲେ ଓ ଭୟଭୀତ ହାଇପେଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଚାଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ଯ ବଦନୋ ଓ ୟନ୍ତ୍ରଣା ଅନୁଭବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରା; କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବାବିଲର ରାଜା ସେମାନଙ୍କ ବିଷୟରେ ଶୁଣିଲେ ଓ ଭୟଭୀତ ହୋଇପଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଗ୍ଭଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନା ଓ ଯନ୍ତ୍ରଣା ଅନୁଭବ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।