Jeremiah 50:44 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ପୁଣି ୟର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାଯୀ ଚାରଣଭୂମିରେ ଥିବା ସହେିମାନଙ୍କୁ ଭୟ ଦବୋ ପାଇଁ ଆସିବା ପରି ଆମ୍ଭେ ସମାନଙ୍କେୁ ହଠାତ୍, ସମାନଙ୍କେ ଦେଶରୁ ତଡ଼ିଦବୋ। କାହାକୁ ଆମ୍ଭେ ଏଠା ରେ ନିୟୁକ୍ତ କରିବା, କାରଣ ମାେ ପରି କହେି ନୁହଁନ୍ତି? ସଠାେ ରେ ଆମ୍ଭକୁ ପ୍ରତି ରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖ ରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛିଣ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛିଣ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?