Jeremiah 50:45 — Compare Translations

5 translations compared side by side

Odia - 1840
"ଏଣୁ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ କଲଦୀଯମାନଙ୍କ ବିପକ୍ଷ ରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ। ଲୋକମାନେ ସମାନଙ୍କେ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ସମାନଙ୍କେର ଚରାଭୂମି ଓ ନିବାସସ୍ଥାନ ଶୂନ୍ଯ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ ବାବିଲ ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କ‌‌ଲ୍‌‌ଦୀୟମାନଙ୍କ ବିପକ୍ଷରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ। ଲୋକମାନେ ସେମାନଙ୍କ ପଲର ଛୁଆମାନଙ୍କୁ ଟାଣି ନେଇଯିବେ। ସେମାନଙ୍କର ଚରାଭୂମି ଓ ନିବାସସ୍ଥାନ ଶୂନ୍ୟ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।