Jeremiah 50:46 — Compare Translations
5 translations compared side by side
Odia - 1840
"ବାବିଲର ପତନ ଘଟିବ ଓ ସହେି ପତନ ରେ ପୃଥିବୀ ପ୍ରକମ୍ପିତ ହବେ। ପୃଥିବୀର ସମସ୍ତ ଗୋଷ୍ଠୀ ସହେି କ୍ରନ୍ଦନର ଶବ୍ଦ ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ପତନ ଘଟିବ ଓ ସେହି ପତନରେ ପୃଥିବୀ ପ୍ରକମ୍ପିତ ହେବ। ପୃଥିବୀର ସମସ୍ତ ଗୋଷ୍ଠୀ ସେହି କ୍ରନ୍ଦନର ଶବ୍ଦ ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।”