Jeremiah 50:5 — Compare Translations
5 translations compared side by side
Odia - 1840
"ସମାନେେ ସିୟୋନକୁ ୟିବାକୁ ପଥ ପଚାରିବେ। ସହେିଆଡ଼େ ମୁଖକରି ସମାନେେ କହିବେ, 'ତୁମ୍ଭମାନେେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାଯୀ ଅବିସ୍ମରଣୀଯ ନିଯମ ଦ୍ବାରା ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ତୁମ୍ଭେମାନେ ଆସ, ଅନ; କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ଵାରା ସଦାପ୍ରଭୁଙ୍କ- ଠାରେ ଆସକ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସିୟୋନକୁ ଯିବାକୁ ପଥ ପଗ୍ଭରିବେ। ସେହିଆଡ଼େ ମୁଖକରି ସେମାନେ କହିବେ, ‘ତୁମ୍ଭେମାନେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତକାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
Odia IRV 2017 (ଓଡିଆ ବାଇବେଲ)
ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’