Jeremiah 50:6 — Compare Translations

5 translations compared side by side

Odia - 1840
"ଆମ୍ଭର ଲୋକମାନେ ହଜିଲା ମଷେ ସଦୃଶ ହାଇେଅଛନ୍ତି। ସମାନଙ୍କେର ପାଳକମାନେ ସମାନଙ୍କେୁ ବିପଥରେ ଗମନ କରାଇଅଛନ୍ତି। ବିଭିନ୍ନ ପର୍ବତ ରେ ସମାନଙ୍କେୁ ବାଟ ଭୁଲାଇ ଭ୍ରମଣ କରାଇ ଅଛନ୍ତି। ସମାନେେ ପର୍ବତରୁ ଉପପର୍ବତକୁ ଗମନ କରିଛନ୍ତି। ଆଉ ସମାନେେ ନିଜର ବିଶ୍ରାମ ସ୍ଥାନ ପାଶୋରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ଲୋକମାନେ ହଜିଲା ମେଷ ସଦୃଶ ହୋଇଅଛନ୍ତି। ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି। ବିଭିନ୍ନ ପର୍ବତରେ ସେମାନଙ୍କୁ ବାଟ ଭୁଲାଇ ଭ୍ରମଣ କରାଇ ଅଛନ୍ତି। ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି। ଆଉ ସେମାନେ ନିଜର ବିଶ୍ରାମ ସ୍ଥାନ ପାଶୋରି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।