Jeremiah 50:8 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବାବିଲରୁ ପଳାଅ ଓ କଲଦୀଯମାନଙ୍କ ଦେଶ ମଧ୍ଯରୁ ବାହାରି ୟାଅ। ଆଉ ପଲର ଅଗ୍ରଗାମୀ ଛାଗ ସ୍ବରୂପ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ଵରୂପ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ବାବିଲରୁ ପଳାଅ ଓ କ‌‌ଲ୍‌‌ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ। ଆଉ ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗ ସ୍ୱରୂପ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ।