Jeremiah 50:9 — Compare Translations

5 translations compared side by side

Odia - 1840
"ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତଜେିତ କରି ବାବିଲ ବିରୁଦ୍ଧ ରେ ଆଣିବା। ସମାନେେ ତା' ବିରୁଦ୍ଧ ରେ ସଜ୍ଜିତ ହାଇେ ୟୁଦ୍ଧ କରିବେ ଓ ବାବିଲ ସମାନଙ୍କେ ଦ୍ବାରା ଅଧିକୃତ ହବେ। ସମାନଙ୍କେର ବାଣ ନିପୁଣ ବୀର ପୁରୁଷର ବାଣପରି ହବେ। କୌଣସି ବାଣ ବିଫଳ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ଆଣିବା। ସେମାନେ ତା’ ବିରୁଦ୍ଧରେ ସଜ୍ଜିତ ହୋଇ ଯୁଦ୍ଧ କରିବେ ଓ ବାବିଲ ସେମାନଙ୍କ ଦ୍ୱାରା ଅଧିକୃତ ହେବ। ସେମାନଙ୍କର ବାଣ ନିପୁଣ ବୀର ପୁରୁଷର ବାଣପରି ହେବ। କୌଣସି ବାଣ ବିଫଳ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।