Jeremiah 51:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧ ରେ ଓ 'ଲବେ-କାମାଇ' ନିବାସୀମାନଙ୍କ ବିରୁଦ୍ଧ ରେ ଏକ ଶକ୍ତିଶାଳୀ ବିନାଶକ ବାଯୁ ପ୍ରବାହିତ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ‘ଲେବ-କାମାଇ’ ନିବାସୀମାନଙ୍କ ବିରୁଦ୍ଧରେ ଏକ ଶକ୍ତିଶାଳୀ ବିନାଶକ ବାୟୁ ପ୍ରବାହିତ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।