Jeremiah 51:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭମାନେେ ସିୟୋନ ରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର କ୍ରିୟା ପ୍ରକାଶ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭେମାନେ ସିୟୋନରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।