Jeremiah 51:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନ ବାଣ ତୀ‌‌‌କ୍ଷ୍‌‌‌ଣ କର, ଦୃଢ଼କରି ଢାଲ ଧର। ସଦାପ୍ରଭୁ ମାଦିୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେହେତୁ ବାବିଲର ସୈନ୍ୟମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ୱଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶୋଧ ସ୍ୱରୂପ ତାକୁ ଦଣ୍ଡ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।
Odia IRV 2017 (ଓଡିଆ ବାଇବେଲ)