Jeremiah 51:12 — Compare Translations

5 translations compared side by side

Odia - 1840
"ବାବିଲର ପ୍ରାଚୀର ବିରୁଦ୍ଧ ରେ ଧ୍ବଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନ ରେ ନିୟୁକ୍ତ କର। ଗୋପନ ସ୍ଥାନ ରେ ସୈନ୍ଯ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚଯ ସଫଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ଵଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନରେ ନିଯୁକ୍ତ କର। ଗୋପନ ସ୍ଥାନରେ ସୈନ୍ୟ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚୟ ସଫଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।