Jeremiah 51:13 — Compare Translations

5 translations compared side by side

Odia - 1840
"ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦ ରେ ଐଶ୍ବର୍ୟ୍ଯଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ବଂସ ହବୋର ସମୟ ଆସିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ଵର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦରେ ଐଶ୍ୱର୍ଯ୍ୟଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ୱଂସ ହେବାର ସମୟ ଆସିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।