Jeremiah 51:14 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଆପଣା ନାମ ରେ ଏହି ଶପଥ କରିଅଛନ୍ତି, ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ଯ ରେ ପୂର୍ଣ୍ଣ କରିବା। ଆଉ ସମାନେେ ତୁମ୍ଭ ବିରୁଦ୍ଧ ରେ ବିଜଯର ଜଯକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, “ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ୟରେ ପୂର୍ଣ୍ଣ କରିବା। ଆଉ ସେମାନେ ତୁମ୍ଭ ବିରୁଦ୍ଧରେ ବିଜୟର ଜୟକାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’