Jeremiah 51:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣା ପରାକ୍ରମ ରେ ପୃଥିବୀ ନର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନ ରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧି ରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।