Jeremiah 51:16 — Compare Translations
5 translations compared side by side
Odia - 1840
"ଯେତବେେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତବେେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପ ରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାଯୁ ପ୍ରବାହ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ତାର-ସମୂହରୁ ବାୟୁ ବାହାର କରି ଆଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତେବେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାୟୁ ପ୍ରବାହ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି।