Jeremiah 51:17 — Compare Translations
5 translations compared side by side
Odia - 1840
"ମାତ୍ର ପ୍ରେତ୍ୟକକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ବରଙ୍କ କ୍ରିଯା ସମାନେେ ଜାଣନ୍ତି ନାହିଁ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ବାରା ଲଜ୍ଜିତ ହାଇେଅଛନ୍ତି। କାରଣ ସେ ଛାଞ୍ଚ ଢ଼ଳା ପ୍ରତିମା ମିଥ୍ଯା ଓ ଜୀବନ୍ତ ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ଵର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ଵାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ଵାସବାୟୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପ୍ରତ୍ୟେକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ୱରଙ୍କ କ୍ରିୟା ସେମାନେ ଜାଣନ୍ତି ନାହିଁ। ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛନ୍ତି। କାରଣ ସେ ଛାଞ୍ଚ ଢଳା ପ୍ରତିମା ମିଥ୍ୟା ଓ ଜୀବନ୍ତ ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।