Jeremiah 51:18 — Compare Translations

5 translations compared side by side

Odia - 1840
"ସହେି ପ୍ରତିମାଗୁଡ଼ିକ ଅସାର ଓ ପ୍ର ହଳେିକା ମାତ୍ର। ସମାନେେ ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିମାଗୁଡ଼ିକ ଅସାର ଓ ପ୍ରହେଳିକା ମାତ୍ର। ସେମାନେ ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।