Jeremiah 51:19 — Compare Translations

5 translations compared side by side

Odia - 1840
"କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହଁନ୍ତି। କାରଣ ପରମେଶ୍ବର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କହେି ଗଢ଼ି ନାହାଁନ୍ତି। ଇଶ୍ରାୟେଲ ତାଙ୍କର ନିଜସ୍ବ ଅଧିକାର। ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଯାକୁବର ବାଣ୍ଟସ୍ଵରୂପ, ସେ ଏସବୁର ପରି ନୁହନ୍ତି । କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ଵରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହନ୍ତି। କାରଣ ପରମେଶ୍ୱର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କେହି ଗଢ଼ି ନାହାନ୍ତି। ଇସ୍ରାଏଲ ତାଙ୍କର ନିଜସ୍ୱ ଅଧିକାର। ତାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।