Jeremiah 51:2 — Compare Translations
5 translations compared side by side
Odia - 1840
"ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧ ରେ ପ୍ ରରଣେ କରିବା, ସମାନେେ କୁଲା ରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ଯ କରିବେ। କାରଣ ବିନାଶ କାଳ ରେ ତା'ର ଚତୁର୍ଦ୍ଦିଗ ରେ ସୈନ୍ଯ ଘରେି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧରେ ପ୍ରେରଣ କରିବା, ସେମାନେ କୁଲାରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ୟ କରିବେ। କାରଣ ବିନାଶ କାଳରେ ତା’ର ଚତୁର୍ଦ୍ଦିଗରେ ସୈନ୍ୟ ଘେରି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।