Jeremiah 51:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କହନ୍ତି, ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ୟୁଦ୍ଧର ଅସ୍ତ୍ର ସ୍ବରୂପ। ଆମ୍ଭେ ତୁମ୍ଭ ଦ୍ବାରା ନାନା ଗୋଷ୍ଠୀକୁ ଧ୍ବଂସ କଲୁ ଓ ନାନା ରାଜ୍ଯକୁ ସମ୍ପୂର୍ଣ୍ଣ ସଂହାର କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ଵରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ଵାରା ନାନା ଗୋଷ୍ଠୀଙ୍କି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ନାନା ରାଜ୍ୟକୁ ସଂହାର କରିବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କହନ୍ତି, “ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ। ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀକୁ ଧ୍ୱଂସ କଲୁ ଓ ନାନା ରାଜ୍ୟକୁ ସମ୍ପୂର୍ଣ୍ଣ ସଂହାର କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;