Jeremiah 51:21 — Compare Translations
5 translations compared side by side
Odia - 1840
"ତୁମ୍ଭ ମାଧ୍ଯମ ରେ ଅଶ୍ବ ଓ ତା'ର ଆ ରୋହୀକୁ ଚୂର୍ଣ୍ଣ କଲୁ ଏବଂ ରଥ ଓ ତା'ର ଆ ରୋହୀକୁ ବିନାଶ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ଅଶ୍ଵ ଓ ତଦାରୋହୀକି ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକି ଚୂର୍ଣ୍ଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ମାଧ୍ୟମରେ ଅଶ୍ୱ ଓ ତା’ର ଆରୋହୀକୁ ଚୂର୍ଣ୍ଣ କଲୁ ଏବଂ ରଥ ଓ ତା’ର ଆରୋହୀକୁ ବିନାଶ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;