Jeremiah 51:22 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ତୁମ୍ଭ ମାଧ୍ଯମ ରେ ପୁରୁଷ ଓ ସ୍ତ୍ରୀ, ବୃଦ୍ଧ ଓ ବାଳକ ଏବଂ ୟୁବକ ଓ ୟୁବତୀକୁ ଚୂର୍ଣ୍ଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକି ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ତୁମ୍ଭ ମାଧ୍ୟମରେ ପୁରୁଷ ଓ ସ୍ତ୍ରୀ, ବୃଦ୍ଧ ଓ ବାଳକ ଏବଂ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା;