Jeremiah 51:23 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭ ମାଧ୍ଯମ ରେ ଆମ୍ଭେ ପାଳକ ଓ ତାହାର ପଲକୁ କୃଷକକୁ ଓ ତାହାର ହଳ ବଳଦକୁ ଏବଂ ଦଶାେଧ୍ଯକ୍ଷ ଓ ରାଜ୍ଯର ଅଧିପତିଗଣକୁ ଚୂର୍ଣ୍ଣ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ଦ୍ଵାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ଵାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ଵାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭ ମାଧ୍ୟମରେ ଆମ୍ଭେ ପାଳକ ଓ ତାହାର ପଲକୁ କୃଷକକୁ ଓ ତାହାର ହଳ ବଳଦକୁ ଏବଂ ଦେଶାଧ୍ୟକ୍ଷ ଓ ରାଜ୍ୟର ଅଧିପତିଗଣକୁ ଚୂର୍ଣ୍ଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।