Jeremiah 51:24 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ବାବିଲକୁ ଓ କଲଦୀଯ ନିବାସୀ ସମସ୍ତଙ୍କୁ ସିୟୋନ ରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚର ରେ ସମାନଙ୍କେ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦବୋ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀ-ସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀ ସମସ୍ତଙ୍କୁ ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚରରେ ସେମାନଙ୍କ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦେବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି।