Jeremiah 51:25 — Compare Translations
5 translations compared side by side
Odia - 1840
"ଆଉ ସଦାପ୍ରଭୁ କହନ୍ତି, ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାଯ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକି ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ କହନ୍ତି, “ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Odia IRV 2017 (ଓଡିଆ ବାଇବେଲ)
ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।