Jeremiah 51:26 — Compare Translations
5 translations compared side by side
Odia - 1840
"ଲୋକମାନେ କଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ବଂସସ୍ଥାନ ହାଇରହେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ଵଂସସ୍ଥାନ ହୋଇ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କୋଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’