Jeremiah 51:27 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦେଶରେ ଧ୍ଵଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଅରାରଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ,, ତାହାର ବିରୁଦ୍ଧରେ ସେନାପତି ବର୍ଗକୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ଵଗଣକୁ ପଠାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍କିନସ୍ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ। ତାହାର ବିରୁଦ୍ଧରେ ସେନାପତିମାନଙ୍କୁ ନିଯୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ୟାରେ ଅଶ୍ୱଗଣ ପଠାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
Odia IRV 2017 (ଓଡିଆ ବାଇବେଲ)