Jeremiah 51:28 — Compare Translations

5 translations compared side by side

Odia - 1840
"ତାହାର ବିରୁଦ୍ଧ ରେ ସମସ୍ତ ଗୋଷ୍ଠୀକୁ, ମାଦୀଯ ରାଜଗଣକୁ ସମାନଙ୍କେର ଦଶାେଧ୍ଯକ୍ଷ, ଅଧିପତି ଓ ତାହାର କତ୍ତୃର୍ତ୍ବାଧୀନ ସମୁଦାଯ ଦେଶକୁ ପ୍ରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜଗଣକୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ଵାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ବିରୁଦ୍ଧରେ ସମସ୍ତ ଗୋଷ୍ଠୀକୁ, ମାଦୀୟ ରାଜଗଣକୁ ସେମାନଙ୍କର ଦେଶାଧ୍ୟକ୍ଷ, ଅଧିପତି ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
Odia IRV 2017 (ଓଡିଆ ବାଇବେଲ)
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।