Jeremiah 51:29 — Compare Translations

5 translations compared side by side

Odia - 1840
"ସମଗ୍ର ବାବିଲ କମ୍ପିତ ଓ ବଦନୋଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ବସ୍ତ ବିଧ୍ବସ୍ତ ଓ ଜନଶୂନ୍ଯ କରିବାକୁ ତାହା ବିରୁଦ୍ଧ ରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ବାବିଲ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ୱସ୍ତ ବିଧ୍ୱସ୍ତ ଓ ଜନଶୂନ୍ୟ କରିବାକୁ ତାହା ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।