Jeremiah 51:3 — Compare Translations
5 translations compared side by side
Odia - 1840
"ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁ ରେ ଗୁଣ ଦବେେ ନାହିଁ କି ସମାନେେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭମାନେେ ତାହାର ୟୁବକଗଣଙ୍କୁ ଦୟା କର ନାହିଁ ଓ ତା'ର ସମସ୍ତ ସୈନ୍ଯଙ୍କୁ ବିନାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୁର୍ଦ୍ଧର ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁରେ ଗୁଣ ଦେବେ ନାହିଁ କି ସେମାନେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭେମାନେ ତାହାର ଯୁବକଗଣଙ୍କୁ ଦୟା କର ନାହିଁ ଓ ତା’ର ସମସ୍ତ ସୈନ୍ୟଙ୍କୁ ବିନାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
Odia IRV 2017 (ଓଡିଆ ବାଇବେଲ)
ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।