Jeremiah 51:31 — Compare Translations
5 translations compared side by side
Odia - 1840
"ସମଗ୍ର ବାବିଲ ନଗର ଅଧିକୃତ ହାଇେଅଛି। ଏହି ସମ୍ବାଦ ଜଣେ ବାର୍ତ୍ତାବହ ଅନ୍ୟ ଜଣେ ବାର୍ତ୍ତାବହକୁ ଓ ଜଣେ ଦୂତ ଅନ୍ୟ ଜଣେ ଦୂତକୁ ତାହା ଜଣାଇବାକୁ ଦୌଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ଵାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ବାବିଲ ନଗର ଅଧିକୃତ ହୋଇଅଛି। ଏହି ସମ୍ବାଦ ଜଣେ ବାର୍ତ୍ତାବହ ଅନ୍ୟ ଜଣେ ବାର୍ତ୍ତାବହକୁ ଓ ଜଣେ ଦୂତ ଅନ୍ୟ ଜଣେ ଦୂତକୁ ତାହା ଜଣାଇବାକୁ ଦୌଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Odia IRV 2017 (ଓଡିଆ ବାଇବେଲ)
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,