Jeremiah 51:32 — Compare Translations
5 translations compared side by side
Odia - 1840
"ପୁଣି ତା'ର ନଦୀପାର ଘାଟସବୁ ଅଧିକୃତ ହାଇେଅଛି ଓ ନଳବଣ ସବୁ ଅଗ୍ନି ରେ ଦଗ୍ଧିଭୂତ ହାଇେଅଛି। ଆଉ ତା'ର ୟୋଦ୍ଧାଗଣ ଭୟଭୀତ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତା’ର ନଦୀପାର ଘାଟସବୁ ଅଧିକୃତ ହୋଇଅଛି ଓ ନଳବଣ ସବୁ ଅଗ୍ନିରେ ଦଗ୍ଧିଭୂତ ହୋଇଅଛି। ଆଉ ତା’ର ଯୋଦ୍ଧାଗଣ ଭୟଭୀତ ହୋଇଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।”