Jeremiah 51:33 — Compare Translations
5 translations compared side by side
Odia - 1840
"କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ବାବିଲ ଏକ ଶସ୍ଯ ମର୍ଦ୍ଦନ ଖଳା ସ୍ବରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ଵରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ବାବିଲ ଏକ ଶସ୍ୟ ମର୍ଦ୍ଦନ ଖଳା ସ୍ୱରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।