Jeremiah 51:34 — Compare Translations
5 translations compared side by side
Odia - 1840
"ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ଵରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନର ଲୋକମାନେ କହିବେ, “ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ୟପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”
Odia IRV 2017 (ଓଡିଆ ବାଇବେଲ)
‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’