Jeremiah 51:35 — Compare Translations
5 translations compared side by side
Odia - 1840
"ସଯେୋନ୍ ନିବାସୀଗଣ କହିବେ, ମାେ ପ୍ରତି ଓ ମାରେଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ଯ କରିଛି ତା'ର ଫଳ ସେ ପାଉ। ଆଉ ୟିରୁଶାଲମ କହିବ, ମାରେ ରକ୍ତପାତର ଫଳ କଲଦୀଯମାନଙ୍କ ଉପ ରେ ପଡ଼ୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ ନିବାସିନୀ କହିବ, ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ ଓ ଯିରୂଶାଲମ କହିବ, ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ ନିବାସୀଗଣ କହିବେ, ମୋ’ ପ୍ରତି ଓ ମୋର ଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ୟ କରିଛି ତା’ର ଫଳ ସେ ପାଉ।” ଆଉ ଯିରୁଶାଲମ କହିବ, “ମୋର ରକ୍ତପାତର ଫଳ କଲ୍ଦୀୟମାନଙ୍କ ଉପରେ ପଡ଼ୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସିୟୋନ ନିବାସିନୀ କହିବ, ‘ମୋ’ ପ୍ରତି ଓ ମୋ’ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ’ ଓ ଯିରୂଶାଲମ କହିବ, ‘ମୋ’ ରକ୍ତର ଦାୟ କଲ୍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।’”