Jeremiah 51:36 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦବୋ ଓ ତୁମ୍ଭ ପାଇଁ ପ୍ରତିଶାଧେ ନବୋ। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦବୋ ଓ ତାହାର ନିର୍ଝରକୁ ଶୁଖାଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା । ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦେବା ଓ ତୁମ୍ଭ ପାଇଁ ପ୍ରତିଶୋଧ ନେବା। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦେବା ଓ ତାହାର ନିର୍ଝରକୁ ଶୁଖାଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।