Jeremiah 51:37 — Compare Translations
5 translations compared side by side
Odia - 1840
"ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶଦ୍ଦର ବିଷୟ ଓ ନିବାସୀବିହୀନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାବିଲ ଏକ ଧ୍ୱଂସ ସ୍ତୁପରେ ପରିଣତ ହେବ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହେବ। ଲୋକମାନେ ଏହା ଦେଖି ଆତଙ୍କିତ ହେବେ ଏବଂ ଯେତେବେଳେ ସେମାନେ ଏହା ଦେଖିବେ ‘ଶୀସ୍’ ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।