Jeremiah 51:38 — Compare Translations

5 translations compared side by side

Odia - 1840
" ସମାନେେ ୟୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆପରି ଘୋର ନାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଏକତ୍ର ଯୁବାସିଂହ ପରି ଗର୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ଯୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆ ପରି ଘୋର ନାଦ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।”